ବଜେଟ-୨୦୨୧-୨୨ : ମେଗା-ଜାତୀୟ ରାଜପଥ ପ୍ରକଳ୍ପ
ନୂଆଦିଲ୍ଲୀ : ୨୦୨୧-୨୨ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମେଗା-ଜାତୀୟ ରାଜପଥ ପ୍ରକଳ୍ପ ସଂପର୍କରେ ଘୋଷଣା କରିଛନ୍ତି। ତାମିଲନାଡୁ, ପଶ୍ଚିମବଙ୍ଗ, ଆସାମ ଏବଂ କେରଳରେ ମେଗା ଜାତୀୟ ରାଜପଥ ପ୍ରକଳ୍ପ ଘୋଷଣା କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ ତାମିଲନାଡୁରେ!-->…