ଦୁର୍ନୀତି ଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଜାରି
ଭୁବନେଶ୍ବର: ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଉପରେ ଜୋର ଦେଇଆସିଛନ୍ତି। ସାଧାରଣ ଜୀବନରେ ସାଧୁତା ଓ!-->…