ଟେସଲା କରୋନା ସମୟରେ ଲାଭ କରିଛି ୭୨୧ ମିଲିୟନ ଡଲାର
ନୂଆଦିଲ୍ଲୀ: ବୁଧବାର ବିଶ୍ୱର ଅଗ୍ରଣୀ ଇଲେକ୍ଟ୍ରିକ୍ ଉତ୍ପାଦନକାରୀ କମ୍ପାନୀ ଟେସଲା ଏହାର ପ୍ରଥମ ବର୍ଷର ଲାଭ ବିଷୟରେ ସୂଚନା ଦେଇଛି। ଏଲନ୍ ମସ୍କଙ୍କ ଇଲେକ୍ଟ୍ରିକ୍ କାର୍ କମ୍ପାନୀ ଟେସଲାର ଚତୁର୍ଥ କ୍ବାର୍ଟରରେ କମ୍ ଆୟ ସହ ସେୟାର ହ୍ରାସ ପାଇଥିଲା। ଟେସଲାର ଉତ୍ପାଦନ ଏବଂ ବିତରଣକୁ କରୋନା!-->…