ଆର୍ଡି ଛାତ୍ରୀଙ୍କୁ ହତ୍ୟାକରି ଫିଙ୍ଗିଦେଲେ ଦୁଇ ଯୁବକ!
ଯାଜପୁର/କରଞ୍ଜିଆ : ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ହତ୍ୟାକରି ଯାଜପୁର ଜିଲ୍ଲାରେ ଫିଙ୍ଗିଦେଲେ ଦୁଇ ଯୁବକ। ଆଜି ଏପରି ଅଭିଯୋଗ ଯାଜପୁର ଜିଲ୍ଲାରୁ ଆସିଛି। ଯାହା ସିସିଟିଭିରେ କଏଦ ହୋଇଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ!-->…