ଆରମ୍ଭ ହେଲା ଆଦିବାସୀ ମେଳା
ଭୁବନେଶ୍ବର: କୋଭିଡ କଟକଣା ମଧ୍ୟରେ ଭୁବନେଶ୍ୱରର ୟୁନିଟ୍ ୧ସ୍ଥିତ ଆଦିବାସୀ ପଡ଼ିଆରେ ଆଦିବାସୀ ମେଳା-୨୦୨୧ ଆରମ୍ଭ ହୋଇଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଆଦିବାସୀ ମେଳା-୨୦୨୧’ ଭର୍ଚୁଆଲ୍ ମୋଡ୍ରେ ଉଦ୍ଘାଟନ କରିଥିଲେ। ଏହି ଅବସରରେ ରାଜ୍ୟ ସରକାର ଓଡ଼ିଶାରେ ଜନଜାତିଙ୍କ କଲ୍ୟାଣ!-->…