ବଡ ଧରଣର ଦୁର୍ଘଟଣାରୁ ବର୍ତ୍ତିଲେ ୫୦ ଯାତ୍ରୀ

ଗଞ୍ଜାମ : ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଖେମୁଣ୍ଡିଖେଲରେ ଏକ ବସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ରବିବାର ଜଣାପଡ଼ିଛି। ଖେମୁଣ୍ଡିଖେଲରେ ପୋଲକୁ ବସଟି ଧକ୍କା ଦେବା ସହ ଏକ ବଡ ଧରଣର ଦୁର୍ଘଟଣାରୁ ୫୦ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏହାସହ ହେଲପର ସମେତ ୨ ଆହତ ହୋଇଛନ୍ତି ।…

ଅଙ୍ଗନୱାଡି କର୍ମୀଙ୍କ ଦରମା ବୃଦ୍ଧି କରିବାକୁ ଦାବି

ବ୍ରହ୍ମପୁର: ଅଲ୍ ଓଡିଶା ଅଙ୍ଗନୱାଡି କର୍ମୀ ଓ ସହାୟିକା ସାମୁଖ୍ୟର ଗଞ୍ଜାମ ଜିଲ୍ଲା ସମ୍ମିଳନୀ ବ୍ରହ୍ମପୁର ଟାଉନ ହଲଠାରେ ରବିବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ମନ୍ତ୍ରୀ ଟୁକୁନି ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ…

ଆଜି ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ : ଆଜି ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଛି। ଶ୍ରୀମନ୍ଦିର ଭିତର ଓ ମନ୍ଦିରର ବାହାର ସାନିଟାଇଜ କରାଯାଉଛି । କରୋନା ପାଇଁ ସୁରକ୍ଷା ଦୃଷ୍ଟିରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ପୂର୍ବ ନିଷ୍ପତ୍ତି ଅନୁଯାୟୀ ରବିବାର ମନ୍ଦିର ଭିତର ଓ ବାହାର ସାନିଟାଇଜ…

ସୃଷ୍ଟି ଗୋସ୍ୱାମୀ ହେଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ

ଡେରାଡୁନ୍: ଜାତୀୟ କନ୍ୟା ସନ୍ତାନ ଦିବସ (ନ୍ୟାସନାଲ ଗାର୍ଲ୍ସ ଚାଇଲ୍ଡ ଡେ)-୨୦୨୧ ଅବସରରେ ହରିଦ୍ବାରର ସୃଷ୍ଟି ଗୋସ୍ବାମୀ ଦିନଟିଏ ପାଇଁ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଛନ୍ତି। ଏବେ ସେ ଉତ୍ତରାଖଣ୍ଡ ଶିଶୁ ବିଧାନସଭାର ମୁଖ୍ୟମନ୍ତ୍ରୀ ଅଛନ୍ତି। ୨୪ ଜାନୁଆରୀକୁ ଜାତୀୟ କନ୍ୟା…

ବ୍ରହ୍ମପୁରରେ ବିମାନବନ୍ଦର ସ୍ଥାପନ ନେଇ ଦସ୍ତଖତ ଅଭିଯାନ ଆରମ୍ଭ

ବ୍ରହ୍ମପୁର: ବ୍ରହ୍ମପୁରରେ ବିମାନବନ୍ଦର ସ୍ଥାପନ ଆନ୍ଦୋଳନ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି l ଆଜି ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଗିରିଜା ଛକ -ରାମଲିଙ୍ଗମ ପାର୍କ ନିକଟରେ ତୃତୀୟ ପର୍ଯ୍ୟାୟ ପୋଷ୍ଟକାର୍ଡ -ବ୍ୟାନର ଦସ୍ତଖତ ଅଭିଯାନ ଅନୁଷ୍ଠିତ ହୋଇଯାଇଛି l ଏହି ଉପଲକ୍ଷେ…

ଚୀନ୍‌କୁ ଚେତାବନୀ, ଭାରତ ନେବ ଆକ୍ରମଣାତ୍ମକ ପଦକ୍ଷେପ

ନୂଆଦିଲ୍ଲୀ: କ୍ରମାଗତ ଭାବେ ପଡୋଶୀ ଚୀନ୍‌ ତା’ର ବିସ୍ତାରବାଦୀ ନୀତି ଜାରି ରଖିଥିବାବେଳେ ବେଳେବେଳେ ଭାରତରେ ଅନୁପ୍ରବେଶ ଉଦ୍ୟମ କରୁଛି। ନିକଟରେ ଅରୁଣାଚଳ ପ୍ରଦେଶରେ ଗାଁ ବସାଇବା ଘଟଣା ଚର୍ଚ୍ଚା ହେବା ପରେ ଭାରତ ଏବେ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଗଲୱାନ୍‌ ଘାଟି ଆକ୍ରମଣ ଘଟଣା ପରଠାରୁ…

ରାଜ୍ୟରେ ନୂଆ ପଜିଟିଭ ୧୫୦

ଭୁବନେଶ୍ୱର : ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ରେ ସୀମିତ ରହୁଛି। ଚିହ୍ନଟ ନୂଆ ପଜିଟିଭ ୧୫୦। ସଙ୍ଗରୋଧ କେନ୍ଦ୍ରରୁ ୮୯,ସ୍ଥାନୀୟ ୬୧। ମୋଟ ପଜିଟିଭ ସଂଖ୍ୟା ୩,୩୪,୩୦୦କୁ ବୃଦ୍ଧି ପାଇଛି। ୩,୩୦,୯୬୨ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧,୩୮୦ ସକ୍ରିୟ…

କେନ୍ଦ୍ରୀୟ ସଶସ୍ତ୍ର ପୁଲିସ୍‍ ବାହିନୀ ପାଇଁ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ଯୋଜନା

ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୨୮ଲକ୍ଷ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ୍‍ ବାହିନୀ କର୍ମଚାରୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କ ପାଇଁ ଆୟୁଷ୍ମାନ୍‍ ସିଏପିଏଫ୍‍ ସ୍ୱାସ୍ଥ୍ୟ ଯୋଜନାର ଶୁଭାରମ୍ଭ କରିଛନ୍ତି। ଦେଶର ଯେଉଁସବୁ ରାଜ୍ୟ ଗୁଡ଼ିକରେ ଆୟୁଷ୍ମାନ୍‍ ଭାରତ – ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ…

ପୁଣି ଫେରିଲା ଶୀତ : ଫୁଲବାଣୀ ସବୁଠୁ ଥଣ୍ଡା ସହର

ଭୁବନେଶ୍ୱର: ରାଜ୍ୟରୁ ପୁଣି ଶୀତ ଫେରିଛି । ଶୀତ ସହ ଘନ କୁହୁଡି ଯୋଗୁଁ ସାଧାରଣ ଜୀବନ ଯାତ୍ରା ଏକ ପ୍ରକାର ବିପର୍ଯ୍ୟସ୍ଥ ହୋଇପଡିଛି । ବିଶେଷ କରି ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉପକୂଳବର୍ତୀ ଅଞ୍ଚଳରେ ପାରଦ ଆଖିଦୃଶିଆ ଭାବେ ହ୍ରାସ ପାଇଛି । ଦିନକରେ ତାପମାତ୍ରା ପାଖାପାଖି ୭ ଡିଗ୍ରି…

ସବୋର୍ଚ ସ୍ତରରେ ପେଟ୍ରୋଲ, ଡିଜେଲ୍ ଦର

ନୂଆଦିଲ୍ଲୀ: ଦୈନଦିନ ତୈଳ ଦର ବୃଦ୍ଧି ଯୋଗୁଁ ପେଟ୍ରୋଲ ଓ ଡିଜେଲ ଦର ଏବେ ସର୍ବୋର୍ଚ୍ଚ ସ୍ତରରେ ପହଞ୍ଚିଛି । ଚଳିତ ସପ୍ତାହରେ ପେଟ୍ରୋଲ ଓ ଡିଜେଲର ଏହା ହେଉଛି ଚତୃର୍ଥ ମୂଲ୍ୟ ବୃଦ୍ଧି । ଆଜି ପେଟ୍ରୋଲ ଓ ଡିଜେଲର ମୁଲ୍ୟ ୨୫ ପଇସା ଲେଖାଁଏ ବୃଦ୍ଧି ପାଇଛି । ଫଳରେ ଜାତୀୟ ରାଜଧାନୀ…