ପ୍ରାକ୍ତନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରବୀନ୍ଦ୍ର ନାରାୟଣ ମିଶ୍ରଙ୍କ ବିୟୋଗରେ ଶୋକ
ପାରାଦୀପ : ଜଗନ୍ନାଥ ସଂସ୍କୃତି ସହ ଜଡିତ ଥିବା ବିଶିଷ୍ଟ ଭାଷ୍ୟକାର, ଜଗନ୍ନାଥ ସଂସ୍କୃତି ଗବେଷକ ଓ ପ୍ରଚାରକ ତଥା ଶ୍ରୀମନ୍ଦିର ପୁରୀର ପ୍ରାକ୍ତନ ମୁଖ୍ୟ ପ୍ରଶାସକ ରବୀନ୍ଦ୍ର ନାରାୟଣ ମିଶ୍ର (୮୭)ଙ୍କ ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ଜନ୍ମାଷ୍ଟମୀ ଦିନ ଦେହାନ୍ତ!-->…