ଦେଶରେ ନୂଆ ସଂକ୍ରମିତ ୧୦,୦୬୪: ୧୩୭ ମୃତ
ନୂଆଦିଲ୍ଲୀ: ଦେଶରେ କରୋନା ଅକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ହ୍ରାସ ।ଉଛି । ଦିନକରେ ୧୦,୦୬୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୫,୮୧,୮୩୭ କୁ ବୃଦ୍ଧି ପ।ଇଛି । ସେହିଭଳି ଚିକିତ୍ସାଧୀନ ଅବସ୍ଥାରେ ୧୩୭ ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା!-->…