ମୋତି ସହ ଜଡିତ ବିଶେଷ ମହତ୍ତ୍ୱ
ମୋତି ଏକ କଠୋର ପଦାର୍ଥ, ଏହା କୋମଳ ଜୀବଙ୍କ ଠାରୁ ମିଳିଥାଏ। ସେହି ମୋତିକୁ ଅସଲି ମୋତି କୁହାଯାଏ, ଯାହା ଚିକ୍କଣ ଓ ଗୋଲ। ଏତଦ ବ୍ୟତୀତ ମୋତୀ ଅନ୍ୟ ଆକାରର ମଧ୍ୟ ରହିଛି। ଏହାକୁ ରତ୍ନ ରୂପରେ ଓ ସୌନ୍ଦର୍ୟ୍ୟ ବୃଦ୍ଧି ପାଇଁ ମଧ୍ୟ ବ୍ୟବହାର କରାଯାଏ। ମୋତିକୁ ମୁଖ୍ୟତଃ ଚନ୍ଦ୍ରମାଙ୍କର ରତ୍ନ!-->…