ପଶ୍ଚିମବଙ୍ଗ ଆଇନ ଶୃଙ୍ଖଳା ପରିସ୍ଥିତି ଓ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିବେ ନିର୍ବାଚନ କମିଶନ୍
ନିର୍ବାଚନ କମିଶନ୍ ଦଳ ଆସନ୍ତା ସପ୍ତାହରେ ପଶ୍ଚିମବଙ୍ଗ ଗସ୍ତକରି ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଓ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ। ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ନିର୍ବାଚନ କମିଶନ୍ ଦଳ ରାଜ୍ୟକୁ ଗସ୍ତରେ ଯାଉଛନ୍ତି। ମୁଖ୍ୟ ନିର୍ବାଚନ କମିଶନର୍!-->…