ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ, ଝିଅ ଦେଲେ ମୁଖାଗ୍ନି
ପଞ୍ଚଭୂତରେ ବିଲୀନ ହେଲା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ମରଶରୀର। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କଟକ କାଳିଆବୋଦା ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଗତକାଲି ଚିକିତ୍ସାଧୀନ ଅବସ୍ଥାରେ କଟକ ଏସ୍ସିବିରେ ପ୍ରକାଶଙ୍କ ପରଲୋକ ହୋଇଥିଲା। ପଦ୍ମଶ୍ରୀ ପ୍ରକାଶ ରାଓଙ୍କ ବିୟୋଗରେ!-->…