ଓଡ଼ିଶାରେ ଟିକାକରଣ – ୧୬୦ଟି କେନ୍ଦ୍ରରେ ଦିଆଯିବ ଟିକା
ରାଜ୍ୟରେ ଆସନ୍ତା ୧୬ରେ କରୋନା ଟିକାକରଣ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଚୂଡାନ୍ତ ପର୍ଯ୍ୟାୟରେ ପହଂଚିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ୧୬୦ଟି ଟିକାକରଣ କେନ୍ଦ୍ରରେ ଦୈନିକ ୧୦୦ ଜଣଙ୍କୁ ଟିକା ଦିଆଯିବ ବୋଲି କଟକ ଏସସିବିର ଭେଷଜ ବିଭାଗର ବିଭାଗୀୟ ମୁଖ୍ୟ ତଥା ରାଜ୍ୟ କୋଭିଡ!-->…