ରାଜ୍ୟରେ ୨୦୬ ନୂଆ ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଆଉ ୨୦୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୧୯ ଜଣ ଏବଂ ସ୍ଥାନୀୟ ୮୭ ।ତେବେ ମୋଟ ପଜିଟିଭ ୩,୩୧,୬୦୨କୁ ବୃଦ୍ଧି ପାଇଛି । ୩,୨୭,୫୩୪ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨,୧୨୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ!-->…