ରାଜ୍ୟରେ ୨୩୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ପ୍ରଭାବ । ଗତ ୨୪ ଘଂଟାରେ ରାଜ୍ୟରେ ଆଉ ୨୩୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହ ରାଜ୍ୟରେ କୌଣସି କରୋନା ସଂକ୍ରମଣ ପ୍ରାଣ ହରାଇନାହାନ୍ତି । ୨୮ ଜିଲ୍ଲା ଓ ଷ୍ଟେଟପୁଲରୁ ଏହି!-->…