ରାଜ୍ୟରେ ଦ୍ରୁତ ଗତିରେ ହ୍ରାସ ଆକ୍ରାନ୍ତଙ୍କ ସଂଖ୍ୟା ; ନୂଆ ପଜିଟିଭ ୧୮୩
ଭୁବନେଶ୍ୱର : ରାଜ୍ୟରେ ସର୍ବନିମ୍ନ ସ୍ତରରେ ଆକ୍ରାନ୍ତଙ୍କ ସଂଖ୍ୟା । ଲଗାତାର ୨ ଦିନ ହେବ ରାଜ୍ୟରେ ୨୦୦ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ସୀମିତ ରହୁଛି। ଆଉ ନୂଆ ୧୮୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୧୦୬, ସ୍ଥାନୀୟ ୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ପଜିଟିଭଙ୍କ!-->…