ପଜିଟିଭଙ୍କ ସଂଖ୍ୟା ୧,୦୨,୬୬,୬୭୪ ; ଦିନକରେ ଆକ୍ରାନ୍ତ ୨୧,୮୨୧
ନୂଆଦିଲ୍ଲୀ : ଦେଶରେ ଦୈନିକ ସଂକ୍ରମଣ କିଛି ଦିନ ମଧ୍ୟରେ ୨୫ ହଜାର ମଧ୍ୟରେ ସୀମିତ ରହୁଛି। ୨୪ ଘଣ୍ଟାରେ ୨୧,୮୨୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨୬,୧୩୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦିନକରେ ଚିକିତ୍ସାଧୀନ ଅବସ୍ଥାରେ ୨୯୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାସହ!-->…