ଚାକିରୀ ଜନିତ ସମସ୍ୟାକୁ ନେଇ ପ୍ରତିବାଦ କରିବେ ନର୍ସିଂ ଅଫିସର
ଭୁବନେଶ୍ୱର, ୨୭.୧୨ : ସ୍ୱାସ୍ଥ୍ୟସେବା ଭଳି ଏକ ଅତ୍ୟାବଶ୍ୟକ ସେବା ପ୍ରଦାନ କ୍ଷେତ୍ରରେ ନିଜକୁ ନିୟୋଜିତ କରିଥିବା ନର୍ସମାନେ ଚାକିରୀ ଜନିତ କେତେକ ଅସଙ୍ଗତି ଯୋଗୁ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏନେଇ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଜଣାଇଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ ।!-->…