ପୁଣେ ପଠାଗଲା ବ୍ରିଟେନ ଫେରନ୍ତାଙ୍କ ସ୍ବାବ୍ ନମୁନା

ଭୁବନେଶ୍ଵର: ବ୍ରିଟେନରେ କରୋନା ଭୂତାଣୁର ନୂଆ ଷ୍ଟ୍ରେନ୍‌ ଚିହ୍ନଟ ହେବା ପରେ ଏହାକୁ ନେଇ ଚାରିଆଡ଼େ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଭୁବନେଶ୍ଵରକୁ ବ୍ରିଟେନରୁ ଜଣେ ବ୍ୟକ୍ତି ଫେରିବା ଏବଂ ସେ କରୋନା ପଜିଟିଭ୍‌ ବାହାରିବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।…

ଜାମ୍ମୁରୁ ୪ ଆତଙ୍କବାଦୀ ଗିରଫ

ଜାମ୍ମୁ: ଜାମ୍ମୁ-କାଶ୍ମୀରରୁ ଗୁରୁବାର ୪ ଆତଙ୍କବାଦୀ ଗିରଫ ହୋଇଛନ୍ତି। ସେନା ପକ୍ଷରୁ ଅବନ୍ତୀପୋରା ଜିଲାରେ ସର୍ଚ୍ଚ ଅପରେଶନ ଜାରି ରହିଥିବାବେଳେ ଏହି ଆତଙ୍କବାଦୀମାନେ ଧରାପଡ଼ିଛନ୍ତି। ସମସ୍ତ ଆତଙ୍କବାଦୀ ଅଲ-ବଦର ସଂଗଠନର ବୋଲି ଜଣାପଡ଼ିଛି। ଗିରଫଦାରି ପରେ ସମ୍ପୂର୍ଣ୍ଣ ଅଞ୍ଚଳକୁ ସିଲ୍‌…

ଗୁରୁଦେବଙ୍କ ବାର୍ତ୍ତା ହିଁ ଆତ୍ମନିର୍ଭର ଭାରତର ଆଧାରଶୀଳା: ପ୍ରଧାନମନ୍ତ୍ରୀ

କଲକାତା: ବିଶ୍ଵଭାରତୀୟ ବିଶ୍ଵବିଦ୍ୟାଳୟର ୧୦୦ ବର୍ଷର ଯାତ୍ରା ଅତ୍ୟନ୍ତ ସ୍ବତନ୍ତ୍ର। ଏହାର ପ୍ରତିଷ୍ଠାତା ରବୀନ୍ଦ୍ର ନାଥ ଟାଗୋର ଭାରତ ପାଇଁ ଯେଉଁ ସ୍ବପ୍ନ ଦେଖିଥିଲେ, ତାହାକୁ ସାକାର କରିବା ପାଇଁ ଏହି ଅନୁଷ୍ଠାନ ସାରା ଦେଶକୁ ଶକ୍ତି ଯୋଗାଉଛି। ଗୁରୁଦେବ ବିଶ୍ଵଭାରତୀକୁ ଏପରି ଭାବେ…

୨୨ ଜିଲାରୁ ୨୬୩ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ସର୍ବନିମ୍ନ ସ୍ତରରେ ଆକ୍ରାନ୍ତଙ୍କ ସଂଖ୍ୟା । ଦୀର୍ଘଦିନ ପରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୦ ମଧ୍ୟରେ ସୀମିତ ରହିଛି। କିଛି ସପ୍ତାହ ହେବ ୨୭ ଜିଲାରୁ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଆଜି ୨୨ ଜିଲାରୁ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନ୍ୟ ୮ ଜିଲାରୁ ନୂଆ ପଜିଟିଭ…

ରାଷ୍ଟ୍ରପତି ଭବନ ପଦଯାତ୍ରା ବେଳେ ପ୍ରିୟଙ୍କା ଗାନ୍ଧୀ ଓ ଅନ୍ୟ କଂଗ୍ରେସ ନେତା ଅଟକ

ନୂଆଦିଲ୍ଲୀ: କେନ୍ଦ୍ରର ନୂଆ କୃଷକ ଆଇନ ବିରୋଧରେ ୨ କୋଟି ଦସ୍ତଖତ ସମ୍ବଳିତ ଏକ ସ୍ମାରକପତ୍ର ଦାଖଲ କରିବାକୁ ଗୁରୁବାର ସକାଳେ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ପ୍ରତିନିଧି ଦଳ ରାଷ୍ଟ୍ରପତି ଭବନ ଅଭିମୁଖେ ପଦଯାତ୍ରାରେ ଯାଉଥିବା ବେଳେ ଦିଲ୍ଲୀ ପୁଲିସ ପ୍ରିୟଙ୍କା ଗାନ୍ଧୀଙ୍କ ସମେତ…

୧୧ଟି ସହରରେ ତାପମାତ୍ରା ୧୦ ଡିଗ୍ରି ତଳେ

ଭୁବନେଶ୍ବର: ଆଜି ରାଜ୍ୟର ୧୧ଟି ସହରରେ ତାପମାତ୍ରା ୧୦ ଡିଗ୍ରି ତଳେ ଥିବା ଜଣାଯାଇଛି। ଏଥିମଧ୍ୟରୁ ଫୁଲବାଣୀରେ ସର୍ବାଧିକ ଥଣ୍ଡା ଅନୁଭୂତ ହେଉଥିବା କୁହାଯାଉଛି। ଏଠାକାର ତାପମାତ୍ରା ରହିଛି ୪.୫ ଡିଗ୍ରି ଥିବାର ସୂଚନା ମିଳିଛି। ରାଜ୍ୟର ଅନ୍ୟ ଯେଉଁ ସ୍ଥାନରେ ପାରଦ ୧୦ ଡିଗ୍ରି ତଳେ…

୨୪,୭୧୨ ନୂଆ ମାମଲା ସହ ୧.୦୧ କୋଟିରେ ପହଞ୍ଚିଲା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୨୪,୭୧୨ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧.୦୧ କୋଟିରେ ପହଞ୍ଚିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ…

୩ଖଣିକୁ ୯୬ଲକ୍ଷ ଜୋରିମାନା, ଖଣି ବନ୍ଦ ନିଦେ୍ର୍ଧଶ

କେନ୍ଦୁଝର: ଦିନେ ଅବୈଧ ଖଣିକାରବାର ନେଇ ସମଗ୍ର କେନ୍ଦୁଝର ଜିଲା ନିନ୍ଦିତ ହୋଇପଡିଥିବାବେଳେ ଏବେ ମଧ୍ୟ ଖଣିଗୁଡିକରେ ଅବୈଧ କାରବାର ପୂର୍ବପରି ଚାଲୁ ରହିଥିବା ଜଣାପଡଛି । ଖଣି ଲିଜଧାରୀମାନେ ଉଚ୍ଚମାନର ଲୁହାପଥରକୁ ନିମ୍ନ ମାନର ଦର୍ଶାଇ ବ୍ୟାପକ ପରିମାଣରେ ରାଜସ୍ୱ ଫାଙ୍କୁଥିବା ତଥ୍ୟ ପଦାକୁ…

ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୧୦ବର୍ଷ ଜେଲ୍

କେନ୍ଦ୍ରାପଡା: ଏକ ୮ବର୍ଷର ନାବାଳିକାକୁ ଦୁଷ୍କର୍ମ କରିଥିବା ଅଭିଯୋଗରେ କେନ୍ଦ୍ରାପଡାର ସ୍ୱତନ୍ତ୍ର ଜଜ ତଥା ଅତିରିକ୍ତ ଜିଲ୍ଲା ଦୈାରାଜଜ ଏମ. ଆର. ଦୋରା ୧୦ବର୍ଷ ସଶ୍ରମକାରାଦଣ୍ଡରେ ଦଣ୍ଡିତ କରିବା ସହ ୧୦ହଜାର ଟଙ୍କା ଜୋରିମାନାରେ ଦଣ୍ଡିତ କରିଛନ୍ତି । ଅଭିଯୋଗ ଅନୁଯାଇ ଗତ ୨୦୧୬ମସିହା…

ସୁପର ସ୍ପେଶିଆଲିଷ୍ଟ ହସ୍ପିଟାଲ ପାଇଁ ଦାବୀ ଯୋର ଧରିଲା

ରାୟଗଡା: ରାୟଗଡାରେ ଏକ ମେଡିକାଲ କଲେଜ ଏବଂ ସୁପର ସ୍ପେଶିଆଲିଷ୍ଟ ହସ୍ପିଟାଲ ପ୍ରତିÂା ଦାବୀ ଜୋର ଧରିଲା । ରାୟଗଡା ଜିଲ୍ଲାରେ ସ୍ୱାସ୍ଥ୍ୟସେବା ସଂପୂର୍ଣ୍ଣ ଭାବରେ ବିପର୍ଯ୍ୟସ୍ତ ହୋଇପଡିଥିବା ନେଇ ଯୁବ ବିକାଶ ପରିଷଦ ତରଫରୁ ସୁପର ସ୍ପେସିଆଲିଟି ହସ୍ପିଟାଲ ଓ ରାୟଗଡା ଜିଲ୍ଲାରେ ଏକ ମେଡିକାଲ…