ରାଜ୍ୟରେ ଆଉ ୪ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ବର :ରାଜ୍ୟରେ ମଙ୍ଗଳବାର ଆଉ ୩୦୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୧୫କୁ ବୃଦ୍ଧି ପାଇଛି । ଆଜି ମୃତ୍ୟୁବରଣ କରିଥିବା ୪ ଜଣଙ୍କ ମଧ୍ୟରେ ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ଜଗତସିଂହପୁର,!-->…