ଏରସମା ଜପାରେ ବାଜପେୟୀଙ୍କ ୧୦୧ତମ ଜୟନ୍ତୀ ପାଳିତ
ଏରସମା : ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତ ଅଟଳବିହାରୀ ବାଜପେୟୀଙ୍କ ୧୦୧ତମ ଜୟନ୍ତୀ ଉତ୍ସବ ଏରସମା ବ୍ଳକ ଜପା ପଂଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ମହା ଆଡମ୍ବରେ ପାଳିତ ହୋଇଛି।ଏହି ଉତ୍ସରେ ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପବଳ ସାମନ୍ତ, ଏରସମା ବିଜେପି ଯୁବ ନେତା!-->…