ଭାରତକୁ ୧୨ରନରେ ହରାଇଲା ଅଷ୍ଟ୍ରେଲିଆ
ସିଡ଼ନୀ : ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମଙ୍ଗଳବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟ୍ବେଣ୍ଟି-୨୦ ମ୍ୟାଚରେ କଙ୍ଗାରୁ ଦଳ ଭାରତକୁ ପରାସ୍ତ କରିଛି । ଆଜିର ମ୍ୟାଚରେ ଅଷ୍ଟ୍ରେଲିଆ ୧୨ରନରେ ଟିମ୍ ଇଣ୍ଡିଆକୁ ପରାସ୍ତ କରିଛି । ଏଥିସହିତ ତିନିଟିକିଆ ଟ୍ବେଣ୍ଟି-୨୦ ସିରିଜ ୨-୧ରେ ସମାପ୍ତ!-->…