ରାଜ୍ୟରେ ସର୍ବନିମ୍ନ ସ୍ତରରେ ଆକ୍ରାନ୍ତଙ୍କ ସଂଖ୍ୟା ; ଚିହ୍ନଟ ଆକ୍ରାନ୍ତ ୩୪୯
ଭୁବନେଶ୍ୱର : ରାଜ୍ୟରେ ସର୍ବନିମ୍ନ ସ୍ତରରେ ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ୩୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୧୯୮ ଓ ସ୍ଥାନୀୟ ଅଞ୍ଚଳରୁ ୧୫୧। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୯୧୩କୁ ବୃଦ୍ଧି ପାଇଛି। ୩,୧୬,୪୪୭ ସୁସ୍ଥ ହୋଇ ଘରକୁ ଫେରିଥିବା!-->…