ରେଳଲାଇନ୍ରୁ ମାଆ ଓ ଝିଅର ମୃତଦେହ ଉଦ୍ଧାର
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଉଜୁଡା ପଞ୍ଚାୟତ ଅଭିମାନପୁର ଗାଁ ନିକଟ ରେଲ୍ୱେ ଟ୍ରାକ୍ରୁ ଜଣେ ମହିଳା ଓ ତାଙ୍କ ବର୍ଷକର ଶିଶୁକନ୍ୟାର ମୃତଦେହ ରବିବାର ଉଦ୍ଧାର କରାଯାଇଛି । ସୂଚନା ଅନୁଯାୟୀ, ଟ୍ରେନ୍ରେ କଟି ଉଭୟଙ୍କ ମୃତ୍ୟୁ ହୋଇଥିବା କୁହାଯାଉଥିବା ବେଳେ ଏହା ହତ୍ୟା କି!-->…