ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୦୯ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୫ ମୃତ
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୦୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩୪ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ବାକି ୧୭୫ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩!-->…