ଜଗତସିଂହପୁରରେ ବିଶ୍ୱ ଏଡ୍ସ ଦିବସ ପାଳିତ
ଜଗତସିଂହପୁର: ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୂଲ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ଏଡ୍ସ ଦିବସ ପାଳିତ ହୋଇଯାଇଅଛିା ଏହି ଦିବସ ଉପଲକ୍ଷେ ଏକ ସଚେତନତା ରଥକୁ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ମିଶ୍ର ପତାକା ହଲାଇ ଶୁଭ ଉଦ୍ଘାଟନ କରିଥିଲେ । ଏହି ଉପଲକ୍ଷେ ନୂତନ ଓ.ପି.ଡି!-->…