ରାଜ୍ୟରେ ୪୧୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର :ରାଜ୍ୟରେ ସର୍ବନିମ୍ନ ସ୍ତରରେ ଆକ୍ରାନ୍ତଙ୍କ ସଂଖ୍ୟା। ଗତ କିଛି ଦିନ ମଧ୍ୟରେ ସର୍ବନିମ୍ନ ଆକ୍ରାନ୍ତ ଚିହ୍ନଟରେ ରେକର୍ଡ଼ ସୃଷ୍ଟି ହୋଇଛି। ୨୪ ଘଣ୍ଟାରେ ରାଜ୍ୟରେ ୪୧୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୨୪୧ ଓ ସ୍ଥାନୀୟ ଅଞ୍ଚଳରୁ ୧୭୭ ଆକ୍ରାନ୍ତ!-->…