କଟକରେ ନକଲି ଘିଅ ପ୍ରସ୍ତୁତି କାରଖାନା ଠାବ
କଟକ : କିଛିଦିନ ହେବ କଟକରେ ବିଭିନ୍ନ ସ୍ଥାନରେ ନକଲି ଖାଦ୍ୟ ସାମଗ୍ରୀମାନ ଠାବ ହେଉଥିବା ଦେଖାଯାଉଛି। ଗୁରୁବାର ସଦର ଥାନା ଅଞ୍ଚଳର ଗବଗସ୍ତରେ ମାଲଗୋଦାମ ପୁଲିସ ଦ୍ୱାରା ନାମୀଦାମୀ ନାଁର ବିପୁଳ ପରିମାଣରେ ନକଲି ଘିଅ ପ୍ରସ୍ତୁତି କାରଖାନା ଠାବ ହେବା ସହ ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ!-->…