ନିୟମଗିରି ପାର୍ସାଲିରେ ଧମକପୂର୍ଣ୍ଣ ମାଓ ପୋଷ୍ଟର, ବ୍ୟାନର
କଲ୍ୟାଣସିଂହପୁର : ପୁଣି ମାଓବାଦୀ ନିଜର ଉପସ୍ଥିତି ଜାହିର କରିଛନ୍ତି। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ନିୟମଗିରି ଅଞ୍ଚଳ ସଦର ପଞ୍ଚାୟତ ପାର୍ସାଲି ଡଙ୍ଗରିଆ କନ୍ଧ ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟ ନିକଟରେ ଗୋଟିଏ ବ୍ୟାନର ଓ ୨ଟି ମାଓ ପୋଷ୍ଟର ଦେଖିବାକୁ ମିଳିଛି। ଦୀର୍ଘ ବର୍ଷ ପରେ!-->…