ସାଥୀ ବାଛିବାର ନିଆରା ଯାତ୍ରା…ଲକ୍ଷ୍ମୀପୁରର ଫୁଲ ଯାତ୍ରା
ଲକ୍ଷ୍ମୀପୁର: ସାଥୀ ବାଛିବାର ଏକ ନିଆରା ପାରମ୍ପରିକ ଯାତ୍ରା କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକର ଆଦିମ ଜନଜାତି କୁଇ ସମ୍ପ୍ରଦାୟର ଫୁଲ ଯାତ୍ରା। ଏହି ଯାତ୍ରା ଦୀପାବଳି ଯିବାର ସପ୍ତାହକ ପରେ ପଡୁଥିବା ଶନିବାର ଅନୁଷ୍ଠିତ ହୁଏ। ବ୍ଲକର ଓଡ଼ିଆପେଣ୍ଠ ପଞ୍ଚାୟତ ଅନ୍ତର୍ଗତ ବିରିଗୁଡା!-->…