ଆଜିଠୁ ଶୀତ ଅଧିବେଶନ : ଶାସକ-ବିରୋଧୀ ସମସ୍ତେ ପ୍ରସ୍ତୁତ
ଭୁବନେଶ୍ୱର : କୋଭିଡ୍ କଟକଣା ମଧ୍ୟରେ ବିଧାନସଭାର ଶୀତକାଳୀନ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେଉଛି। ଏଥର ସରକାର ୧୦ଟି ବିଧେୟକ ଗୃହରେ ଉପସ୍ଥାପିତ କରିବାକୁ ଯାଉଥିବାବେଳେ ବିରୋଧୀ ବିଜେପି ଓ କଂଗ୍ରେସ ଦଳ ୯ଟି ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛନ୍ତି।!-->…