ସନ୍ଦେହଜନକ ଅବସ୍ଥାରେ ଥାନାରେ ବ୍ୟକ୍ତିଙ୍କ ମୃତ୍ୟୁ
ପୁରୀ : ପୁରୀ ଜିଲା ଅନ୍ତର୍ଗତ ବାସେଳି ଥାନାରେ ଗତକାଲି ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ତାଙ୍କ ଶରୀରରେ କେତକ ସ୍ଥାନରେ କ୍ଷତ ଚିହ୍ନ ରହିଛି। ତେବେ ବ୍ୟକ୍ତିଙ୍କ ମୃତ୍ୟୁ କେଉଁ କାରଣରୁ ହୋଇଛି ସେନେଇ ତଦନ୍ତ!-->…