ଦିନକୁ ସାଢ଼େ ୪ ଘଣ୍ଟା ବିଧାନସଭ, ରହିବନି ପ୍ରଶ୍ନକାଳ
ଭୁବନେଶ୍ବର: ବିଧାନସଭାର ଶୀତକାଳୀନ ଅଧିବେଶନ ନଭେମ୍ବର ୨୦ରୁ ଆରମ୍ଭ ହେବାକୁ ଥିବାବେଳେ ବୁଧବାର ସର୍ବଦଳୀୟ ବୈଠକ ବସିଥିଲା। କରୋନା କଟକଣା ମଧ୍ୟରେ କିପରି ବିଧାନସଭାର ଶୀତକାଳୀନ ଅଧିବେଶନ ପରିଚାଳନା କରାଯିବ ସେନେଇ ସମସ୍ତ ଦଳର ବିଧାୟକମାନଙ୍କ ସହ ଆଲୋଚନା ହୋଇଥିଲା। ଆଲୋଚନାପରେ ପ୍ରତିଦିନ!-->…