ରାଜଧାନୀରୁ ବାଘଛାଲ ଜବତ ; ଜଣେ ଗିରଫ
ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ଅଞ୍ଚଳରେ କ୍ରାଇମବ୍ରାଞ୍ଚ ଏସଟିଏଫ ଚଢାଉ କରି କଲରାପତରିଆ ବାଘ ଛାଲ ଜବତ କରିଥିବା ମଙ୍ଗଳବାର ଜଣାପଡ଼ିଛି। ଏହି ଘଟଣାରେ ଜଣଙ୍କୁ ଗିରଫ ମଧ୍ୟ କରାଯାଇଛି। ଉକ୍ତ ବାଘ ଛାଲକୁ ବିକ୍ରି ପାଇଁ ଚୁକ୍ତି କରୁଥିବା ବେଳେ ଏସଟିଏଫ ଟିମ!-->…