ହତ୍ୟା ମାମଲା ରୁଜୁ ହେବା ପରେ ବଦଳିଲେ ମାଲକାନଗିରି ଜିଲ୍ଲାପାଳ
ମାଲକାନଗିରି : ହତ୍ୟା ମାମଲା ରୁଜୁ ହେବା ପରେ ମାଲକାନଗିରି ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ସରକାର ବଦଳି କରି ଦେଇଛନ୍ତି। ତାଙ୍କୁ ଯୋଜନା ଓ ସଂଯୋଜନା ବିଭାଗର ଉପସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଅନ୍ୟପକ୍ଷରେ ତାଙ୍କ ସ୍ଥାନରେ ୱାଇ. ବିଜୟଙ୍କୁ ନୂଆ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି।!-->…