ଓଡ଼ିଶାରେ ରିଲାଏନ୍ସ ଜିଓ ଅଗଷ୍ଟ ମାସରେ ୧.୯ ଲକ୍ଷ ନୂଆ ଗ୍ରାହକ ଯୋଡିଛି : ଟ୍ରାଇ
ଭୁବନେଶ୍ୱର: ଓଡ଼ିଶା ଦୂରସଂଚାର ବଜାରରେ ନିଜର ନେତୃତ୍ୱ ସ୍ଥାନକୁ ଅଧିକ ସୁଦୃଢ କରି ରିଲାଏନ୍ସ ଜିଓ ୨୦୨୦ ଅଗଷ୍ଟ ମାସରେ ୧.୯ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଗ କରିଥିବା ଏହି ମାସ ପାଇଁ ଭାରତର ଦୂରସଂଚାର ନିୟାମକ ପ୍ରାଧିକରଣ (ଟ୍ରାଇ) ପକ୍ଷରୁ ପ୍ରକାଶିତ ସଦ୍ୟତମ ଦୂରସଂଚାର ଗ୍ରାହକ ତଥ୍ୟରୁ!-->…