ଘର ଭିତରୁ ମିଳିଲା ୬ ମୃତଦେହ, ହତ୍ୟା ସନ୍ଦେହ
ପାଟଣାଗଡ଼: ଘର ଭିତରୁ ଗୋଟିଏ ପରିବାରର ୬ ଜଣ ସଦସ୍ୟଙ୍କ ମୃତଦେହ ମିଳିଛି। ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ସଅଁରାପଡ଼ାରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତଦେହ ଉପରେ କମ୍ବଳ ଘୋଡ଼ା ହୋଇଥିବା ଦେଖିବାକୁ ମିଳିଛି। ମୃତକଙ୍କ ମଧ୍ୟରେ ଜଣେ ବ୍ୟକ୍ତି ଓ ତାଙ୍କ ସ୍ତ୍ରୀ, ୩ ପୁଅ ଏବଂ ଜଣେ ଝିଅ!-->…