ବାଲେଶ୍ବରରେ ଦ୍ବିତୀୟ ରାଉଣ୍ଡରେ ବି ବିଜେଡି ଆଗୁଆ
ବାଲେଶ୍ୱର: ବାଲେଶ୍ୱରରେ ଦ୍ବିତୀୟ ରାଉଣ୍ଡ ଗଣତି ଶେଷ ହୋଇଥିବାର ସୂଚନା ମିଳିଛି। ଏହି ପର୍ଯ୍ୟାୟରେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ ୪୩୯ ଭୋଟରେ ଆଗୁଆ ରହିଛନ୍ତି। ପ୍ରଥମ ରାଉଣ୍ଡରେ ସେ ୬୧୫ ଭୋଟରେ ଆଗୁଆ ଥିବା ବେଳେ ଏହି ସଂଖ୍ୟା ଦ୍ବିତୀୟ ପର୍ଯ୍ୟାୟରେ ସାମାନ୍ୟ କମିଛି। ବାଲେଶ୍ବରରେ!-->…