ରାଜ୍ୟରେ ଖସୁଛି ତପମାତ୍ରା, ୧୫ ଡିଗ୍ରୀ ତଳେ ୧୧ ସହର
ଭୁବନେଶ୍ବର: ରାଜ୍ୟରେ ଶୀତର ପ୍ରକୋପ ବଢିବାରେ ଲାଗିଛି। ଶୀତର ପ୍ରକୋପ ଯୋଗୁ ରାଜ୍ୟରେ ୧୦ ଡିଗ୍ରୀ ତଳକୁ ଖସିଛି ପାରଦ। ରାଜ୍ୟରେ ୧୧ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ତେବେ ସୋନପୁର ସହରରେ ସର୍ବନିମ୍ନ ତାପମାତ୍ର ୯.୬ ଡିଗ୍ରୀ ରେକର୍ଡ କରାଯାଇଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ!-->…