ବଢିବ +୨ ସିଟ୍ ସଂଖ୍ୟା : ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର : ଯୁକ୍ତ ଦୁଇ ସିଟ୍ ସଂଖ୍ୟା ବଢିବ । ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି, ମାଟ୍ରିକ ପରୀକ୍ଷା ସଫଳତା ହାରକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇରେ ସିଟ ଅଭାବ ଦୂର କରିବାକୁ!-->…