ଆଦିତ୍ୟ ଦାଶ ମୃତ୍ୟୁ ମାମଲା : ଧାର୍ଯ୍ୟ ସମୟରେ ତଦନ୍ତର ଷ୍ଟାଟସ୍ ରିପୋର୍ଟ ଦାଖଲ କରାଯାଇ ନଥିବାରୁ ହାଇକୋର୍ଟଙ୍କ…
କଟକ : ସାମାଜିକ କର୍ମୀ ଆଦିତ୍ୟ ଦାସଙ୍କ ମୃତ୍ୟୁ ଘଟଣାରେ ତଦନ୍ତର ଷ୍ଟାଟସ୍ ରିପୋର୍ଟ ଆଜି କ୍ରାଇମବ୍ରାଞ୍ଚ ପକ୍ଷରୁ ହାଇକୋର୍ଟରେ ଦାଖଲ କରାଯାଇ ନଥିବାରୁ ହାଇକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଜଷ୍ଟିସ ବିଶ୍ୱଜିତ୍ ମହାନ୍ତିଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ଆସନ୍ତା ୧୧!-->…