ବିହାରରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ ଆରମ୍ଭ
ପାଟନା: କରୋନା କଟକଣା ଭିତରେ ବିହାରରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ ହୋଇଛି। ଏହି ପର୍ଯ୍ୟାୟରେ ୧୭ ଜିଲ୍ଲାର ୯୪ଟି ଆସନରେ ମତଦାନ ହେବ। ୨ କୋଟି ୮୬ ଲକ୍ଷ ଭୋଟର ୧୪ ଶହ ୬୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଏଥିପାଇଁ ମୋଟ ୪୧ ହଜାର ୩୬୨ ବୁଥ୍ କରାଯାଇଛି। ମାଓ ଉପଦ୍ରୁତ!-->…