ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସ
ନୂଆଦିଲ୍ଲୀ : ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସ। ୧୯୧୭ ମସିହା, ନଭେମ୍ବର ୧୯ ତାରିଖରେ ଆହ୍ଲାବାଦ, ଉତ୍ତର ପ୍ରଦେଶର ଆନନ୍ଦ ଭବନରେ ଇନ୍ଦିରା ଗାନ୍ଧୀ ଜନ୍ମ ଗ୍ରହଣ କରିଥିଲେ। ସେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଝିଅ!-->…