ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ଵର : ରାଜ୍ୟରେ ଶନିବାର କରୋନାରେ ଆଉ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୨୦କୁ ବୃଦ୍ଧି ପାଇଛି। ଆଜି ୧୨ ମୃତକଙ୍କ ମଧ୍ୟରୁ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, କେନ୍ଦୁଝରରୁ ୨ ଜଣ, ଗଞ୍ଜାମ,!-->…