ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ପ୍ୟାରିସରେ ପହଞ୍ଚିଲେ ବୈଦେଶିକ ସଚିବ ହର୍ଷବର୍ଦ୍ଧନ ଶ୍ରୀଙ୍ଗଲା
ବୈଦେଶିକ ସଚିବ ହର୍ଷବର୍ଦ୍ଧନ ଶ୍ରୀଙ୍ଗଲା ଫ୍ରାନ୍ସ, ଜର୍ମାନୀ ଓ ବ୍ରିଟେନକୁ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ପ୍ୟାରିସରେ ପହଞ୍ଚିଛନ୍ତି। ତାଙ୍କର ଏହି ଗସ୍ତ କାଳରେ ସେ ସେହି ଦେଶଗୁଡ଼ିକ ସହ ଭାରତର ଦ୍ୱିପକ୍ଷୀୟ ସଂପର୍କର ସମୀକ୍ଷା କରିବେ ଓ ପାରସ୍ପରିକ ସ୍ୱାର୍ଥ ସମ୍ବଳିତ ବିଷୟଗୁଡ଼ିକ ଉପରେ!-->…