ମାଲବାହୀ ଜାହାଜରୁ ଖସିପଡ଼ିଲେ ୩ ନାବିକ
ପାରାଦୀପ : ପାରାଦୀପ ପୋର୍ଟ ଆଙ୍କରେଜ ଅଞ୍ଚଳରେ ମାଲବାହୀ ଜାହାଜରୁ ଖସିପଡ଼ି ୩ ନାବିକ ଆହତ ହୋଇଛନ୍ତି । ଓସନ୍ ସେଞ୍ଚୁରୀ ନାମକ ଏକ ଜାହାଜରୁ ଖସି ପଡ଼ିଥିବା ୩ ଜଣ ବାଂଲାଦେଶୀ ନାବିକ। ଅଶାନ୍ତ ସମୁଦ୍ରର ପ୍ରଖର ସ୍ରୋତରେ ଭାସିଯିବା ବେଳେ ସେମାନଙ୍କୁ ଉଦ୍ଧାର କରିଛନ୍ତି ପାରାଦୀପ ପୋର୍ଟର!-->…