ଦୁଇ ବରିଷ୍ଠ ନାଗରିକଙ୍କୁ ଆକ୍ରମଣ ମାମଲା: ୩ ଗିରଫ
ବଲାଙ୍ଗିର : ବଲାଙ୍ଗିର ସଦର ଥାନା ଅନ୍ତର୍ଗତ ଖୁଜେନପାଲି ରାସ୍ତାରେ ଦୁଇ ବରିଷ୍ଠ ନାଗରିକଙ୍କୁ ଆକ୍ରମଣ ଓ ଲୁଟ ହୋଇଥିବା ଘଟଣାରେ ପୁଲିସ ୩ ଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ କରିଛି । ଏହି ଅଭିଯୁକ୍ତ ମାନଙ୍କ ନାଁରେ ପୂର୍ବରୁ ମଧ୍ୟ ରାସ୍ତା ଉପରେ ଦାଦାଗିରି ଓ ଲୁଟ ଭଳି ମାମଲା!-->…