ଆଉ ୧୯୮୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟର ୩୦ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ସୋମବାର ଆଉ ୧୯୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୦,୩୪୬କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଳାରୁ ସର୍ବାଧିକ ୩୦୦ ଓ କଟକରୁ ୧୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।!-->…