ମିଥୁନ ଚକ୍ରବର୍ତ୍ତୀଙ୍କ ପୁଅ ଓ ସ୍ତ୍ରୀଙ୍କ ନାମରେ ମାମଲା ରୁଜୁ
ମୁମ୍ୱାଇ: ବଲିଉଡ କଳାକାର ମିଥୁନ ଚକ୍ରବର୍ତ୍ତୀଙ୍କ ପୁଅ ମହାକ୍ଷୟ ଓରଫ ମିମୋହ ଏବଂ ତାଙ୍କ ସ୍ତ୍ରୀ ଯୋଗୀତାଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛି ମୁମ୍ୱାଇ ପୁଲିସ। ଜଣେ ଯୁବତୀଙ୍କୁ ଦୁଷ୍କର୍ମ ସହିତ ଗର୍ଭପାତ କରାଇଥିବା ଅଭିଯୋଗ ରହିଛି ଏହି ମା ଓ ପୁଅଙ୍କ ନାମରେ। ମିଥୁନ ଚକ୍ରବର୍ତ୍ତୀଙ୍କ ଘର!-->…