୨୪ଘଣ୍ଟାରେ ୭୪,୬୩୨ଜଣ ସୁସ୍ଥ, ୬୩,୫୦୯ କରୋନା ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ : ଗତ କିଛି ଦିନ ହେଲା ଭାରତରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ସେପ୍ଟେମ୍ବର ମାସରେ ଦୈନିକ ସଂକ୍ରମଣ ସଂଖ୍ୟା ହାରାହାରି ୯୦ ହଜାର ଉପରେ ରହୁଥିବା ବେଳେ ଏବେ ତାହା ନିୟମିତ ଭାବେ ହ୍ରାସ ପାଇବାରେ ଲାଗିଛି । ମିଳିଥିବା ସୂଚନା ଅନୁସାରେ ଗତ ୨୪ ଘଣ୍ଟା!-->…