ଦେଶରେ କରୋନା ଆକ୍ରାନ୍ତ ଓ ମୃତ୍ୟୁର ସଂଖ୍ୟା କମୁଛି
ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ୁଥିବା ବେଳେ ଏଇ କିଛି ଦିନ ହେବ ହ୍ରାସା ପାଇବାରେ ଲାଗିଛି। କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ଆଶ୍ବସ୍ତି ମିଳିଛି। ଗତ ୨୪ ଘଣ୍ଟାରେ ୫୩ ହଜାର ୩୪୨ କରୋନା ପଜିଟିଭ୍ ଚିହ୍ନଟ!-->…